4807 | NUM 33:45 | ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦ୍ରେ ଛାଉଣି ସ୍ଥାପନ କଲେ, |
4808 | NUM 33:46 | ଓ ସେମାନେ ଦୀବୋନ୍-ଗାଦ୍ରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ। |
6176 | JOS 13:20 | ଓ ବେଥ୍-ପିୟୋର ଓ ଅସଦୋତ୍-ପିସ୍ଗା ଓ ବେଥ୍-ଯିଶିମୋତ୍, ତହିଁର ଏହି ସମସ୍ତ ନଗର। |
6310 | JOS 18:15 | ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମ୍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା। |
6578 | JDG 3:8 | ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। |
6580 | JDG 3:10 | ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା। |
6950 | JDG 15:19 | ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି। |
7007 | JDG 18:12 | ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି। |
7356 | 1SA 7:2 | ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ। |
9605 | 2KI 3:25 | ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍-ହେର୍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣିଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ। |
10360 | 1CH 2:50 | କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍ କିରୀୟଥ୍-ଯିୟାରୀମ୍ର ପିତା; |
10362 | 1CH 2:52 | ଆଉ କିରୀୟଥ୍-ଯିୟାରୀମ୍ର ପିତା ଶୋବଲ୍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ। |
10363 | 1CH 2:53 | ଆଉ କିରୀୟଥ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ। |
10438 | 1CH 5:6 | ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍-ପିଲ୍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା। |
10458 | 1CH 5:26 | ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି। |
10770 | 1CH 13:5 | ତହୁଁ କିରୀୟଥ୍-ଯିୟାରୀମ୍ରୁ ପରମେଶ୍ୱରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ। |
10771 | 1CH 13:6 | ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ। |
10790 | 1CH 14:11 | ତହୁଁ ସେମାନେ ବାଲ୍-ପରାସୀମ୍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋ’ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍-ପରାସୀମ୍” ରଖିଲେ। |
11203 | 2CH 1:4 | ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ। |
11789 | 2CH 28:20 | ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା। |
12089 | EZR 2:57 | ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ; |
12484 | NEH 7:59 | ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନ୍ର ସନ୍ତାନଗଣ। |
19661 | JER 26:20 | ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମ୍ସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ। |