Wildebeest analysis examples for:   ory-ory   Word‍-Word‍    February 25, 2023 at 00:57    Script wb_pprint_html.py   by Ulf Hermjakob

4758  NUM 32:38  ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।
6056  JOS 9:17  ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।
6117  JOS 11:8  ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।
6162  JOS 13:6  ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
6211  JOS 15:7  ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
6213  JOS 15:9  ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
6264  JOS 15:60  କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।
6309  JOS 18:14  ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।
6312  JOS 18:17  ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।
6344  JOS 19:21  ଓ ରେମତ୍‍ ଓ ଐନ୍‍-ଗନ୍ନୀମ୍‍ ଓ ଐନ୍‍-ହଦ୍ଦା ଓ ବେଥ୍-ପତ୍‍ସେସ ପର୍ଯ୍ୟନ୍ତ ଗଲା।
6412  JOS 21:29  ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
6573  JDG 3:3  ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
6580  JDG 3:10  ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।
6802  JDG 9:46  ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏକଥା ଶୁଣି ଏଲ୍‍-ବରୀତ୍‍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।
6864  JDG 11:33  ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍‍-କରାମୀମ୍‍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।
10253  2KI 25:27  ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
10440  1CH 5:8  ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍‍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍‍-ମୀୟୋନ୍‍ ପର୍ଯ୍ୟନ୍ତ ବାସ କଲା।
11518  2CH 16:4  ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍‍ ଓ ଦାନ୍‍ ଓ ଆବେଲ୍‍-ମୟିମ୍‍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ।
12057  EZR 2:25  କିରୀୟଥ୍‍-ଯିୟାରୀମ୍‍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।
20376  JER 52:31  ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
21161  EZK 25:9  ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,