Wildebeest analysis examples for:   ory-ory   “Word‍Word    February 25, 2023 at 00:57    Script wb_pprint_html.py   by Ulf Hermjakob

4898  DEU 1:4  “ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ
8107  2SA 3:23  ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍‍ର ପୁତ୍ର ଅବ୍‍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”
8112  2SA 3:28  ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତ କାଳ ନିର୍ଦ୍ଦୋଷ;
8245  2SA 10:2  ତହିଁରେ ଦାଉଦ କହିଲେ, “ହାନୂନ୍‍ର ପିତା ନାହଶ ଯେପରି ମୋ’ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।
8748  1KI 1:28  ତେବେ, ଦାଉଦ ରାଜା ଉତ୍ତର କରି କହିଲେ, “ବତ୍‍ଶେବାକୁ ମୋ’ ନିକଟକୁ ଡାକ। ତହୁଁ ସେ ରାଜାଙ୍କ ଛାମୁକୁ ଆସି ରାଜାଙ୍କ ଛାମୁରେ ଠିଆ ହେଲା।”
9384  1KI 18:40  ତହୁଁ ଏଲିୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
9591  2KI 3:11  ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କ’ଣ ଏଠାରେ ନାହାନ୍ତି ?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”
9819  2KI 10:22  ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷକୁ କହିଲେ, “ବାଲ୍‍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା।
10159  2KI 22:10  ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କିୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
10250  2KI 25:24  ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍‍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
12865  EST 9:27  “ତତ୍‍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ।
12890  JOB 1:17  ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
15858  PSA 110:4  ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
19376  JER 14:14  ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।
19606  JER 25:3  “ଆମୋନ୍‍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ।
19807  JER 32:7  ‘ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।”’”
19952  JER 37:9  ସଦାପ୍ରଭୁ ଏହି କଥା କହନ୍ତି; “କଲ୍‍ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭେମାନେ ଏହି କଥା କହି ଆପଣାମାନଙ୍କୁ ଭୁଲାଅ ନାହିଁ; କାରଣ ସେମାନେ ଯିବେ ନାହିଁ।
20203  JER 49:7  ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି ? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି ?
20270  JER 50:35  ସଦାପ୍ରଭୁ କହନ୍ତି, “କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।
23000  ZEC 4:9  “ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”