| 4797 | NUM 33:35 | ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ। |
| 4798 | NUM 33:36 | ପୁଣି, ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି), |
| 4822 | NUM 34:4 | ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ। |
| 4827 | NUM 34:9 | ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ। |
| 4828 | NUM 34:10 | ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ। |
| 4948 | DEU 2:8 | ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ। |
| 4983 | DEU 3:6 | ଆମ୍ଭେମାନେ ହିଷ୍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ। |
| 5154 | DEU 8:15 | ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ; |
| 6049 | JOS 9:10 | ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ। |
| 6231 | JOS 15:27 | ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବେଥ୍-ପେଲଟ |
| 6542 | JDG 1:31 | ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍ ଓ ଅକଷୀବ୍ କି ହିଲବା କି ଅଫିକ୍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ। |
| 8116 | 2SA 3:32 | ଆଉ ସେମାନେ ହିବ୍ରୋଣରେ ଅବ୍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ। |
| 8135 | 2SA 4:12 | ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍ନର-କବରରେ କବର ଦେଲେ। |
| 9080 | 1KI 9:26 | ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ ନିକଟବର୍ତ୍ତୀ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ। |
| 9532 | 1KI 22:49 | ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା। |
| 11368 | 2CH 8:17 | ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତକୁ ଗଲେ। |
| 11628 | 2CH 20:36 | ଯିହୋଶାଫଟ୍ ତର୍ଶୀଶ୍କୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ। |
| 12646 | NEH 12:18 | ବିଲ୍ଗା-ବଂଶର ଶମ୍ମୂୟ; ଶମୟୀୟ-ବଂଶର ଯିହୋନାଥନ୍; |
| 12649 | NEH 12:21 | ଆମୋକ-ବଂଶର ଏବର; ହିଲ୍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ। |