Wildebeest analysis examples for:   ory-ory   Word‍‌‌Word    February 25, 2023 at 00:57    Script wb_pprint_html.py   by Ulf Hermjakob

10041  2KI 18:13  ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
10081  2KI 19:16  ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
10085  2KI 19:20  ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।’”
10101  2KI 19:36  ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
10161  2KI 22:12  ପୁଣି ରାଜା ଯୋଶୀୟ ହିଲ୍‍କିୟ ଯାଜକକୁ ଓ ଶାଫନ୍‍ର ପୁତ୍ର ଅହୀକାମ୍‍କୁ ଓ ମୀଖାୟର ପୁତ୍ର ଅକ୍‍‌‌ବୋରକୁ ଓ ଶାଫନ୍‍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
10163  2KI 22:14  ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।
11881  2CH 32:1  ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା।
11882  2CH 32:2  ପୁଣି, ସନ୍‍‌‌ହେରୀବ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,
11889  2CH 32:9  ଏଥିଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍‍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,
11890  2CH 32:10  ଅଶୂରର ରାଜା ସନ୍‍‌‌ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ ?
11902  2CH 32:22  ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍‍‌‌ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।
18401  ISA 36:1  ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
18439  ISA 37:17  ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ।
18443  ISA 37:21  ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,
18459  ISA 37:37  ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।