1073 | GEN 36:32 | ବିୟୋରର ବେଲା ନାମକ ପୁତ୍ର ଇଦୋମ୍ ଦେଶରେ ରାଜତ୍ୱ କଲା, ତାହାର ରାଜଧାନୀର ନାମ ଦିନ୍ହାବା। |
1404 | GEN 46:17 | ଆଶେରର ପୁତ୍ର ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍କୀୟେଲ। |
4840 | NUM 34:22 | ଆଉ ଦାନ୍-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି। |
8743 | 1KI 1:23 | ଏଣୁ, ସେମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଏହି ନାଥନ ଭବିଷ୍ୟଦ୍ବକ୍ତା। ତହିଁରେ ସେ ରାଜାଙ୍କ ସମ୍ମୁଖକୁ ଆସି ଭୂମିଷ୍ଠ ହୋଇ ରାଜାଙ୍କୁ ପ୍ରଣାମ କଲେ।” |
10414 | 1CH 4:25 | ତାହାର ପୁତ୍ର ଶଲ୍ଲୁମ୍, ତାହାର ପୁତ୍ର ମିବ୍ସମ୍, ତାହାର ପୁତ୍ର ମିଶ୍ମା। |
10485 | 1CH 6:12 | ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ୍, ତାହାର ପୁତ୍ର ଇଲ୍କାନା। |
10570 | 1CH 7:31 | ବରୀୟର ପୁତ୍ର ହେବର ଓ ବିର୍ଷୋତର ପିତା ମଲ୍କୀୟେଲ। |
10578 | 1CH 7:39 | ଆଉ ଉଲ୍ଲର ପୁତ୍ର ଆରହ, ହନ୍ନୀୟେଲ ଓ ରିତ୍ସୀୟ। |
10662 | 1CH 9:43 | ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ। |
10738 | 1CH 12:14 | ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ। |
12562 | NEH 10:10 | ଆଉ, ଲେବୀୟଗଣ, ଯଥା, ଅସନିୟର ପୁତ୍ର ଯେଶୂୟ; ହେନାଦଦର ସନ୍ତାନଗଣ ମଧ୍ୟରୁ ବିନ୍ନୁୟି ଓ କଦ୍ମୀୟେଲ। |
12609 | NEH 11:17 | ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲ୍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ। |