Wildebeest analysis examples for:   ory-ory   Word‌Word‍Word    February 25, 2023 at 00:57    Script wb_pprint_html.py   by Ulf Hermjakob

23582  MAT 12:24  ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତ ପରି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ ।
23585  MAT 12:27  ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
25489  LUK 11:15  କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ ।
25492  LUK 11:18  ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ ।
25493  LUK 11:19  କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି ? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।