8552 | 2SA 19:39 | ଏଥିରେ ରାଜା ଉତ୍ତର କଲେ, “କିମ୍ହମ୍ ମୋ’ ସଙ୍ଗେ ପାର ହୋଇ ଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋ’ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି।” |
9413 | 1KI 20:2 | ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍ହଦଦ୍ ଏହି କଥା କହନ୍ତି, |
9416 | 1KI 20:5 | ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍ହଦଦ୍ ଏହି କଥା କହନ୍ତି, ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି; |