|
11055 | ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍; | |
11082 | ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ। | |
21772 | ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍ର ପ୍ରବେଶ-ସ୍ଥାନକୁ ଯିବାର ହିତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ। |