Wildebeest analysis examples for:   ory-ory   Word-Word‍Word‍    February 25, 2023 at 00:57    Script wb_pprint_html.py   by Ulf Hermjakob

12346  NEH 3:14  ପୁଣି, ବେଥ୍-ହକ୍‍କେରମ୍‍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍‍କୀୟ ଖତ ଦ୍ୱାରର ମରାମତି କଲା; ସେ ତାହା ଗଢ଼ିଲା ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲା।
13940  JOB 42:14  ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍‍ସୀୟା ଓ ତୃତୀୟାର ନାମ କେରଣ-ହପ୍‍ପୁକ୍‍ ଦେଲା।
19159  JER 6:1  ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍‍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।