|
344 | ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ। | |
11594 | ଏଥିରେ କେତେକ ଲୋକ ଯିହୋଶାଫଟ୍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍-ସସୋନ୍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।” |