|
6316 | ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍-କତ୍ଶିସ୍ | |
18483 | ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା। |