|
7457 | ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ। | |
10406 | ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍, ଏଫର ଓ ଯାଲୋନ୍ (ମେରଦ୍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍ବହକୁ ପ୍ରସବ କଲା। |