Wildebeest analysis examples for:   ory-ory   Word‍।”    February 25, 2023 at 00:57    Script wb_pprint_html.py   by Ulf Hermjakob

8236  2SA 9:6  ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍‍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”
19300  JER 11:5  ‘ଅର୍ଥାତ୍‍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ !’” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍‍।”