|
8664 | ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା। | |
10455 | ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍-ହର୍ମୋନ୍, ସନୀର୍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ। |