|
8756 | ଏଥିରେ ଯିହୋୟାଦାର ପୁତ୍ର ବନାୟ ରାଜାଙ୍କୁ ଉତ୍ତର କରି କହିଲା, “ଆମେନ୍,” ମୋ’ ପ୍ରଭୁ ମହାରାଜଙ୍କୁ ସଦାପ୍ରଭୁ ପରମେଶ୍ୱର ମଧ୍ୟ ଏପରି କହନ୍ତୁ। | |
12503 | ତହୁଁ ଏଜ୍ରା ମହାନ୍ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ “ଆମେନ୍,” “ଆମେନ୍” ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ। |