Wildebeest analysis examples for:   ory-ory   “Word‍”,    February 25, 2023 at 00:57    Script wb_pprint_html.py   by Ulf Hermjakob

6877  JDG 12:6  ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍‍” ତହିଁରେ ସେ କହିଲା, “ସିବ୍ବୋଲେତ୍‍”, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।