Wildebeest analysis examples for:   ory-ory   “Word‍-Word‍”    February 25, 2023 at 00:57    Script wb_pprint_html.py   by Ulf Hermjakob

10790  1CH 14:11  ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋ’ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।