Wildebeest analysis examples for:   ory-ory   ‘Word‍’।    February 25, 2023 at 00:57    Script wb_pprint_html.py   by Ulf Hermjakob

5603  DEU 27:16  “ଯେକେହି ଆପଣା ପିତାଙ୍କୁ କି ଆପଣା ମାତାଙ୍କୁ ଅବଜ୍ଞା କରଇ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍’।
5604  DEU 27:17  “ଯେକେହି ଆପଣା ପ୍ରତିବାସୀର ଭୂମିଚିହ୍ନ ଘୁଞ୍ଚାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍’।