Wildebeest analysis examples for:   ory-ory   Word।’    February 25, 2023 at 00:57    Script wb_pprint_html.py   by Ulf Hermjakob

735  GEN 27:7  ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’
6655  JDG 5:30  ‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି ? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’
8299  2SA 12:10  ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’
8375  2SA 14:16  ଯେଉଁ ଲୋକ ମୋତେ ଓ ମୋ’ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’
8461  2SA 17:9  ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’
8493  2SA 18:12  ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମକୁ ସ୍ପର୍ଶ କରିବ ନାହିଁ।’
9013  1KI 8:25  ତୁମ୍ଭେ ମୋ’ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’
9450  1KI 20:39  ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋ’ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ ରୂପା ଦେବ।’
9596  2KI 3:16  ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’
9597  2KI 3:17  କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’
9706  2KI 6:28  ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି ?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋ’ ପୁଅକୁ କାଲି ଖାଇବା।’
9763  2KI 9:3  ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”
9786  2KI 9:26  ଯଥା, ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି।’ ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।”
10058  2KI 18:30  କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ।’ ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।
10119  2KI 20:17  ‘ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି।’ ସଦାପ୍ରଭୁ କହନ୍ତି, ‘କିଛି ଛଡ଼ା ଯିବ ନାହିଁ।
12127  EZR 4:12  ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।’
12130  EZR 4:15  ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।’
12147  EZR 5:8  ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।’
12152  EZR 5:13  ମାତ୍ର ବାବିଲର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍‍ ରାଜା ଆଜ୍ଞା କଲେ।’
12154  EZR 5:15  ଆଉ, ସେ ତାହାକୁ କହିଲେ, ‘ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱସ୍ଥାନରେ ନିର୍ମିତ ହେଉ।’
12168  EZR 6:12  ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ।’ ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”
12254  EZR 9:12  ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।
12310  NEH 1:9  ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’
13642  JOB 32:10  ଏଥିପାଇଁ ମୁଁ କହିଲି, ‘ମୋ’ କଥା ଶୁଣ; ମୁଁ ମଧ୍ୟ ଆପଣା ମତ ପ୍ରକାଶ କରିବି।’
19086  JER 3:15  ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।’
19087  JER 3:16  ସଦାପ୍ରଭୁ କହନ୍ତି, ‘ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।’
19175  JER 6:17  ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’
19191  JER 7:3  ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।’
19199  JER 7:11  ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି ? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।’
19206  JER 7:18  ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।’
19208  JER 7:20  ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’
19211  JER 7:23  ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।’
19219  JER 7:31  ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’
19220  JER 7:32  ଏନିମନ୍ତେ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।’
19348  JER 13:13  ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।’
19449  JER 17:23  ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।’
19515  JER 21:6  ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।’
19516  JER 21:7  ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’
19518  JER 21:9  ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରି ଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।’
19530  JER 22:7  ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।’
19570  JER 23:17  ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’
19586  JER 23:33  ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’
19600  JER 24:7  ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।’
19630  JER 25:27  ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’
19631  JER 25:28  ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ‘ତୁମ୍ଭେମାନେ ଅବଶ୍ୟ ପାନ କରିବ।’
19659  JER 26:18  “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
19673  JER 27:8  ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।’
19700  JER 28:13  ତୁମ୍ଭେ ଯାଇ ହନାନୀୟକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।’
19738  JER 30:2  “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।’
19743  JER 30:7  ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’
19745  JER 30:9  ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’
19746  JER 30:10  ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’
19747  JER 30:11  କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’
19749  JER 30:13  ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।’
19753  JER 30:17  କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା’ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।’
19758  JER 30:22  ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।’
19767  JER 31:7  କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।’
19779  JER 31:19  ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’
19783  JER 31:23  ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’
19808  JER 32:8  ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋ’ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।”
19814  JER 32:14  “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ଡ କ୍ରୟପତ୍ର ନେଇ ତାହା ଯେପରି ଅନେକ ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।’
19847  JER 33:3  ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।’
19868  JER 33:24  “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”
19873  JER 34:3  ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।’
19897  JER 35:5  ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ‘ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।’
19902  JER 35:10  ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।’
19940  JER 36:29  ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’
19941  JER 36:30  ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।’
19986  JER 38:22  ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦ୍‍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’
19989  JER 38:25  ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’
20008  JER 39:16  ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।’
20056  JER 42:12  ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।’
20058  JER 42:14  ‘ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।’
20060  JER 42:16  ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।’
20062  JER 42:18  କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।’
20064  JER 42:20  ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
20082  JER 44:3  କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।’
20083  JER 44:4  ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।’
20105  JER 44:26  ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ, “ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, “ପ୍ରଭୁ ସଦାପ୍ରଭୁ ଜୀବିତ” ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ।’
20112  JER 45:3  ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋ’ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
20128  JER 46:14  “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’
20151  JER 48:2  ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।’
20237  JER 50:2  “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’
20240  JER 50:5  ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’
20295  JER 51:14  ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ‘ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।’
20307  JER 51:26  ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।’
20315  JER 51:34  ‘ବାବିଲର ରାଜା ନବୂଖଦ୍‍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।’
20343  JER 51:62  ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’
20345  JER 51:64  ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।”
22007  DAN 7:5  ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
22020  DAN 7:18  ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍‍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
22265  HOS 8:2  ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ‘ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।’
22460  AMO 2:12  ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’
22549  AMO 7:16  ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‍ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’
23133  ZEC 13:5  ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’