Wildebeest analysis examples for:   ory-ory   “Word’    February 25, 2023 at 00:57    Script wb_pprint_html.py   by Ulf Hermjakob

387  GEN 16:5  ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
580  GEN 23:8  ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।
646  GEN 24:54  ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋ’ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”
969  GEN 33:8  ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
992  GEN 34:11  ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋ’ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।
1100  GEN 37:16  ସେ କହିଲା, “ମୋ’ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
1291  GEN 42:38  ତେବେ ସେ କହିଲେ, “ମୋ’ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”
1422  GEN 47:1  ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋ’ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”
1720  EXO 8:5  ତେବେ ମୋଶା ଫାରୋଙ୍କୁ କହିଲେ, “ମୋ’ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”
2004  EXO 18:4  ପୁଣି, ଅନ୍ୟର ନାମ ଇଲୀୟେଜର, କାରଣ ସେ କହିଥିଲେ, “ମୋ’ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”
4459  NUM 24:12  ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?”
8486  2SA 18:5  ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋ’ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
8499  2SA 18:18  ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋ’ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନ ଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।
8503  2SA 18:22  ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋ’ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ ?”
8512  2SA 18:31  ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋ’ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
8513  2SA 18:32  ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ ?” ତହିଁରେ କୂଶୀୟ ଉତ୍ତର କଲା, “ମୋ’ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
8533  2SA 19:20  ଆଉ ଶିମୀୟି ରାଜାଙ୍କୁ କହିଲା, “ମୋ’ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋ’ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ।
8658  2SA 23:2  “ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।
8716  2SA 24:21  ପୁଣି ଅରୌଣା ପଚାରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
8717  2SA 24:22  ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;
8733  1KI 1:13  ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୁ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, “ମୋ’ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋ’ ସିଂହାସନରେ ବସିବ ?” ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି ?’
8751  1KI 1:31  ତହୁଁ ବତ୍‍ଶେବା ଭୂମିରେ ମୁହଁ ମାଡ଼ି ରାଜାଙ୍କୁ ପ୍ରଣାମ କରି କହିଲା, “ମୋ’ ପ୍ରଭୁ ମହାରାଜ ଦାଉଦ ଚିରଜୀବୀ ହେଉନ୍ତୁ।”
9168  1KI 12:14  ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋ’ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”
9194  1KI 13:7  ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋ’ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
9200  1KI 13:13  ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋ’ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।
9202  1KI 13:15  ତେବେ ସେ ତାହାକୁ କହିଲା, “ମୋ’ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”
9214  1KI 13:27  ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋ’ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।
9374  1KI 18:30  ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋ’ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
9445  1KI 20:34  ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋ’ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋ’ ପିତା ଶମରୀୟାରେ ନଗରଗୁଡିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।
9533  1KI 22:50  ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍‍ଙ୍କୁ କହିଲେ, “ମୋ’ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍‍ ସମ୍ମତ ହେଲେ ନାହିଁ।
9575  2KI 2:20  ତହିଁରେ ସେ କହିଲେ, “ମୋ’ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
9626  2KI 4:19  ଆଉ ସେ ଆପଣା ପିତାଙ୍କୁ କହିଲା, “ମୋ’ ମସ୍ତକ, ମୋ’ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।”
9635  2KI 4:28  ଏଥିରେ ସେ ସ୍ତ୍ରୀ କହିଲା, “ମୋ’ ପ୍ରଭୁଙ୍କୁ ମୁଁ କ’ଣ ପୁତ୍ର ମାଗିଥିଲି ? ମୁଁ କି କହି ନ ଥିଲି, ‘ମୋତେ ପ୍ରତାରଣା ନ କର ?’”
9743  2KI 8:12  ତହିଁରେ ହସାୟେଲ ପଚାରିଲା, “ମୋ’ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି ?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”
9813  2KI 10:16  ପୁଣି ଯେହୂ କହିଲେ, “ମୋ’ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍‍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।
10055  2KI 18:27  ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି ?”
10117  2KI 20:15  ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି ?” ତହୁଁ ହିଜକୀୟ ଉତ୍ତର କଲେ, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାର ସମୂହରେ ନାହିଁ।”
10696  1CH 11:19  “ମୋ’ ପରମେଶ୍ୱର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି ? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି।” ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ। ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
10974  1CH 22:5  ଆଉ ଦାଉଦ କହିଲେ, “ମୋ’ ପୁତ୍ର ଶଲୋମନ ଅଳ୍ପ-ବୟସ୍କ ଓ କୋମଳ, ପୁଣି, ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ସକାଶୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ୱିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି।” ଏହିପରି ଦାଉଦ ଆପଣା ମୃତ୍ୟୁୁ ପୂର୍ବେ ଅଧିକ ପ୍ରଚୁର ପରିମାଣରେ ରୂପେ ଆୟୋଜନ କଲେ।
11517  2CH 16:3  “ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋ’ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”
12417  NEH 6:11  ତହିଁରେ ମୁଁ କହିଲି, “ମୋ’ ପରି ଲୋକ କ’ଣ ପଳାଇବ ? ମୋ’ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି ? ମୁଁ ଭିତରକୁ ଯିବି ନାହିଁ।”
14058  PSA 10:6  ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”
16201  PSA 129:1  “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ;
16202  PSA 129:2  “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି।
18486  ISA 39:4  ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି ?” ତହୁଁ ହିଜକୀୟ ଉତ୍ତର କଲା, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାରସମୂହରେ ନାହିଁ।”
18491  ISA 40:1  “ମୋ’ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।