Wildebeest analysis examples for:   ory-ory   ?’”    February 25, 2023 at 00:57    Script wb_pprint_html.py   by Ulf Hermjakob

8439  2SA 16:10  ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ’ର କ’ଣ କରିବାର ଅଛି ? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି ? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ ?’”
9620  2KI 4:13  ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ‘ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କ’ଣ କରି ପାରିବି ? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଛ କି ?’” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”
9633  2KI 4:26  ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ‘ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ ? ତୁମ୍ଭ ସ୍ୱାମୀର ମଙ୍ଗଳ ତ ? ବାଳକର ମଙ୍ଗଳ ତ ?’” ତହୁଁ ସେ ଉତ୍ତର କଲା, “ମଙ୍ଗଳ।”
9635  2KI 4:28  ଏଥିରେ ସେ ସ୍ତ୍ରୀ କହିଲା, “ମୋ’ ପ୍ରଭୁଙ୍କୁ ମୁଁ କ’ଣ ପୁତ୍ର ମାଗିଥିଲି ? ମୁଁ କି କହି ନ ଥିଲି, ‘ମୋତେ ପ୍ରତାରଣା ନ କର ?’”
9740  2KI 8:9  ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ’ଣ ଏହି ପୀଡ଼ାରୁ ମୁକ୍ତ ହେବି ?’”
9777  2KI 9:17  ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍‍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି ?’”
9778  2KI 9:18  ତହିଁରେ ଜଣେ ଅଶ୍ୱ ଚଢ଼ି ତାଙ୍କୁ ସାକ୍ଷାତ କରିବାକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି ?’” ତହିଁରେ ଯେହୂ କହିଲେ, “କୁଶଳରେ ତୁମ୍ଭର କଅଣ ଅଛି ? ତୁମ୍ଭେ ମୋ’ ପଛକୁ ଯାଅ।” ଏଥିରେ ପ୍ରହରୀ ଜଣାଇ କହିଲା, “ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରି ଆସୁ ନାହିଁ।”
10063  2KI 18:35  ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋ’ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?’”
10078  2KI 19:13  ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି ?’”