2996 | LEV 10:18 | ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥା’ନ୍ତ।” |
4409 | NUM 22:33 | ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା’ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା’ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା’ନ୍ତୁ।” |
8079 | 2SA 2:27 | ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥା’ନ୍ତେ।” |
8492 | 2SA 18:11 | ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।” |
16175 | PSA 124:5 | ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।” |