Wildebeest analysis examples for:   ory-ory   Word,’”    February 25, 2023 at 00:57    Script wb_pprint_html.py   by Ulf Hermjakob

19727  JER 29:23  କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,’” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।”
19910  JER 35:18  ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍‍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,’”
22951  ZEC 1:4  ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।