Wildebeest analysis examples for: ory-ory ‘Word’
February 25, 2023 at 00:57
Script wb_pprint_html.py by Ulf Hermjakob
5602
DEU 27:15
“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ,
‘ଆମେନ୍’
(ଏହିପରି ହେଉ)।