25542 | LUK 12:14 | କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା ? |
25588 | LUK 13:1 | ୧. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ । |
28907 | 2CO 2:15 | କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,. |
31015 | REV 14:20 | ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ (୩୦୦ କି.ମି.) ପର୍ଯ୍ୟନ୍ତ ବ୍ୟାପ୍ତ ହେଲା । |
31044 | REV 16:21 | ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର । |