Wildebeest analysis examples for:   ory-ory   :    February 11, 2023 at 19:20    Script wb_pprint_html.py   by Ulf Hermjakob

1930  EXO 15:9  ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।
3610  NUM 1:5  ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।
4529  NUM 26:38  ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍‍ବେଲଠାରୁ ଅସ୍‍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;
5601  DEU 27:14  ଆଉ ଲେବୀୟମାନେ ଉଚ୍ଚ ସ୍ୱରରେ ସମସ୍ତ ଇସ୍ରାଏଲୀୟ ଲୋକଙ୍କୁ ଉତ୍ତର ଦେଇ କହିବେ:
5760  DEU 31:30  ଏଉତ୍ତାରେ ମୋଶା ଇସ୍ରାଏଲର ସମସ୍ତ ସମାଜର କର୍ଣ୍ଣଗୋଚରରେ ଏହି ଗୀତର ବଚନସବୁ ସମାପ୍ତି ପର୍ଯ୍ୟନ୍ତ କହିଲେ ଯଥା:-
6626  JDG 5:1  ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍‍ ଗାୟନ କରି କହିଲେ:
6947  JDG 15:16  ତହୁଁ ଶାମ୍‍ଶୋନ୍‍ କହିଲା:- “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”
7685  1SA 18:7  ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।
8149  2SA 5:14  ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା :- ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ
9177  1KI 12:23  ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍‍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:
9785  2KI 9:25  ତେବେ ଯେହୂ ଆପଣା ସେନାପତି ବିଦ୍‍କରକୁ କହିଲେ, “ତାହାକୁ ଉଠାଇ ନେଇ ଯିଷ୍ରିୟେଲୀୟ ନାବୋତର କ୍ଷେତ୍ର ଭୂମିରେ ପକାଇଦିଅ; କାରଣ ମୁଁ ଓ ତୁମ୍ଭେ ଆରୋହଣ କରି ଏକତ୍ର ତାହାର ପିତା ଆହାବର ପଶ୍ଚାତ୍‍ଗମନ କରିବା ବେଳେ ସଦାପ୍ରଭୁ କିପ୍ରକାରେ ତାହା ଉପରେ ଏହି ଭାରୋକ୍ତି ଥୋଇ ଥିଲେ, ଏହା ସ୍ମରଣ କର:
10086  2KI 19:21  ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: “ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।
10094  2KI 19:29  ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
10097  2KI 19:32  ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: “ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
10118  2KI 20:16  ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
17322  PRO 30:1  ଯାକିର ପୁତ୍ର ଆଗୁରର କଥା : ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍‍, ଈଥୀୟେଲ ଓ ଉକଲକୁ କହେ :
17355  PRO 31:1  ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
17705  SNG 7:9  ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି : ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
18446  ISA 37:24  ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍‍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚ ସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
18558  ISA 42:8  ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।
18743  ISA 50:11  ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ।
18744  ISA 51:1  ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
18747  ISA 51:4  “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
18766  ISA 51:23  ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”
18869  ISA 58:13  ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:
18870  ISA 58:14  ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।
18885  ISA 59:15  ହଁ, ସତ୍ୟତାର ଅଭାବ ହୋଇଅଛି ଓ ଯେ ଦୁଷ୍କର୍ମ ତ୍ୟାଗ କରେ, ସେ ଆପଣାକୁ ଲୁଟିତ ସ୍ୱରୂପ କରେ; ପୁଣି, ସଦାପ୍ରଭୁ ଏହା ଦେଖିଲେ: ଆଉ, ନ୍ୟାୟବିଚାର ନ ଥିବାରୁ ଅସନ୍ତୁଷ୍ଟ ହେଲେ।
19591  JER 23:38  ମାତ୍ର “ସଦାପ୍ରଭୁଙ୍କର ଭାରୋକ୍ତି,” ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି : “ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହୁଅଛ।
19655  JER 26:14  ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର।
19783  JER 31:23  ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’
19795  JER 31:35  ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜ୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି :
19797  JER 31:37  ସଦାପ୍ରଭୁ ଏହି କଥା କହନ୍ତି: “ଯଦି ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ପରିମିତ ହୋଇ ପାରେ ଓ ଅଧଃସ୍ଥ ପୃଥିବୀର ମୂଳ ଅନୁସନ୍ଧାନ କରାଯାଇ ପାରେ, ତେବେ ଆମ୍ଭେ ମଧ୍ୟ ଇସ୍ରାଏଲ ବଂଶର କୃତ ସକଳ କ୍ରିୟା ସକାଶୁ ସେମାନଙ୍କୁ ଦୂର କରି ଦେବା,” ଏହା ସଦାପ୍ରଭୁ କହନ୍ତି।
19861  JER 33:17  କାରଣ ସଦାପ୍ରଭୁ ଏହି କଥା କହନ୍ତି: “ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,
19871  JER 34:1  ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା :
19940  JER 36:29  ପୁଣି, ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ନଳାକାର ପୁସ୍ତକ ଦଗ୍ଧ କରିଅଛ।’
19950  JER 37:7  ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଆମ୍ଭ ନିକଟରେ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇ ଅଛି ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ ଏହି କଥା କହିବ: ‘ଦେଖ, ତୁମ୍ଭମାନଙ୍କର ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟ ବାହାରି ଆସିଅଛନ୍ତି, ସେମାନେ ଆପଣାମାନଙ୍କର ନିଜ ଦେଶ ମିସରକୁ ଫେରିଯିବେ।
19985  JER 38:21  ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
20010  JER 39:18  କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,’ ଏହା ସଦାପ୍ରଭୁ କହନ୍ତି।”
20012  JER 40:2  ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ :
20059  JER 42:15  ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ଯଦି ମିସରରେ ପ୍ରବେଶ କରିବା ପାଇଁ ନିତାନ୍ତ ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;
20090  JER 44:11  ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି : “ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।
20093  JER 44:14  ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ।”
20103  JER 44:24  ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ :
20139  JER 46:25  ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍‍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
20141  JER 46:27  ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
20142  JER 46:28  ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
20171  JER 48:22  ଅର୍ଥାତ୍‍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍‍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:
20293  JER 51:12  ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।
20587  EZK 3:16  ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା:
20620  EZK 5:5  ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି।
20718  EZK 10:16  କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ଵ ଛାଡ଼ିଲେ ନାହିଁ।
20760  EZK 12:11  ତୁମ୍ଭେ କୁହ, ମୁଁ ତୁମ୍ଭମାନଙ୍କର ଚିହ୍ନ ସ୍ୱରୂପ ଅଟେ: ମୁଁ ଯେପରି କଲି, ସେମାନଙ୍କ ପ୍ରତି ସେହିପରି କରାଯିବ; ସେମାନେ ନିର୍ବାସିତ ହୋଇ ବନ୍ଦୀତ୍ଵ ସ୍ଥାନକୁ ଯିବେ।
20768  EZK 12:19  ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ୱରୁ ଶୂନ୍ୟ ହେବ।
20772  EZK 12:23  ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।”
20777  EZK 12:28  ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ବ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
20834  EZK 16:3  ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।
20897  EZK 17:3  ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
21011  EZK 21:3  ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
21188  EZK 26:19  କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ :
21228  EZK 28:2  “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
21229  EZK 28:3  ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି :
21265  EZK 29:13  କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସ୍ରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
21273  EZK 29:21  “ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ,” ଏହା ସେମାନେ ଜାଣିବେ।
21320  EZK 32:3  ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
21328  EZK 32:11  କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : “ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।
21431  EZK 36:3  ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
21508  EZK 38:14  ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରି ଗୋଗ୍‍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ ?
21511  EZK 38:17  ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷଯାଏ ଭବିଷ୍ୟଦ୍‍-ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି ?
21674  EZK 44:6  ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍‍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,
21740  EZK 46:16  ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ।
21761  EZK 47:13  ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
21772  EZK 48:1  ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍‍ର ପ୍ରବେଶ-ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।
21794  EZK 48:23  ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ : ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍‍ର ଏକ ଅଂଶ।
22422  JOL 4:10  ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, “ମୁଁ ବଳବାନ।”
22678  MIC 3:1  ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
22682  MIC 3:5  ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
22851  HAB 3:14  ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।
22988  ZEC 3:7  “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।
29248  GAL 5:19  ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
30015  PHM 1:10  ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:
30786  REV 2:1  ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
30793  REV 2:8  ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
30797  REV 2:12  ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି,
30803  REV 2:18  ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଈଶ୍ୱରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,
30815  REV 3:1  ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ ।
30821  REV 3:7  ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
30828  REV 3:14  ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ୱରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,