|
24949 | `କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ । | |
28556 | `ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ; |