Wildebeest analysis examples for:   ory-ory   |    February 11, 2023 at 19:20    Script wb_pprint_html.py   by Ulf Hermjakob

10553  1CH 7:14  ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ |
23551  MAT 11:23  ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା |
23558  MAT 11:30  ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ |
24910  MRK 15:15  ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ |
27897  ACT 26:6  ପୁଣି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ନିକଟରେ ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି |
28126  ROM 5:11  ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ |
29274  EPH 1:1  ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ |
29888  2TI 1:12  ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି |
29898  2TI 2:4  କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ |
29902  2TI 2:8  ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର |
29932  2TI 3:12  ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ |
29942  2TI 4:5  କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର |
29949  2TI 4:12  ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି |
29980  TIT 2:5  ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ |
30030  PHM 1:25  ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ |
30646  1JN 2:29  ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ |
30788  REV 2:3  ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଲାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ |
30966  REV 12:7  ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
31050  REV 17:6  ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି । ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି |