Wildebeest analysis examples for:   ory-ory   ଉ    February 11, 2023 at 19:20    Script wb_pprint_html.py   by Ulf Hermjakob

2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଗଭୀର ଜଳ ପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ପରେ ବ୍ୟାପ୍ତ ଥିଲେ।
3  GEN 1:3  ଏଥିତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେ,” ତହିଁରେ ଦୀପ୍ତି ହେଲା।
4  GEN 1:4  ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
6  GEN 1:6  ଏଥିତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
8  GEN 1:8  ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9  GEN 1:9  ଏଥିତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେ ଓ ସ୍ଥଳ ପ୍ରକାଶ ହେ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ପରମେଶ୍ୱର ତାହା ତ୍ତମ ଦେଖିଲେ।
11  GEN 1:11  ତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ପରେ ତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ତ୍ତମ ଦେଖିଲେ।
14  GEN 1:14  ଏଥିତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ତ୍ପନ୍ନ ହେନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ବର୍ଷର କାରଣ ହେନ୍ତୁ।
15  GEN 1:15  ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାନ୍ତୁ,” ତହିଁରେ ସେପରି ହେଲା।
16  GEN 1:16  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ମଧ୍ୟ ତାରାଗଣ ନିର୍ମାଣ କଲେ।
17  GEN 1:17  ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ପରେ କର୍ତ୍ତୃତ୍ୱ କରିବା ପାଇଁ,
18  GEN 1:18  ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ପରମେଶ୍ୱର ଏହି ସମସ୍ତ ତ୍ତମ ଦେଖିଲେ।
20  GEN 1:20  ଏଥିତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେ ଓ ପୃଥିବୀର ପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଡ଼ନ୍ତୁ।”
21  GEN 1:21  ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେନ୍ତୁ।”
24  GEN 1:24  ଏଥିତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ତ୍ପନ୍ନ ହେନ୍ତୁ,” ତହିଁରେ ସେପରି ହେଲା।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ରୋଗାମୀ ଜନ୍ତୁ ନିର୍ମାଣ କଲେ; ପରମେଶ୍ୱର ସେ ସମସ୍ତ ତ୍ତମ ଦେଖିଲେ।
26  GEN 1:26  ଏଥିତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ରୋଗାମୀ ଜନ୍ତୁ ପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ରୋଗାମୀ ଜନ୍ତୁଗଣ ପରେ କର୍ତ୍ତୃତ୍ଵ କର।”
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁଡ଼ି ଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
38  GEN 2:7  ଏଥିତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
39  GEN 2:8  ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ତ୍ପନ୍ନ କଲେ।
41  GEN 2:10  ଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
43  GEN 2:12  ସେହି ଦେଶର ସୁବର୍ଣ୍ଣ ତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।
46  GEN 2:15  ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
49  GEN 2:18  ଏଥିତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେନାମ ଦେଲେ, ତାହାର ସେହି ନାମ ହେଲା।
52  GEN 2:21  ଏଥିତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
53  GEN 2:22  ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
55  GEN 2:24  ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ସେମାନେ ଏକାଙ୍ଗ ହେବେ।
56  GEN 2:25  ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
59  GEN 3:3  କେବଳ ଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
63  GEN 3:7  ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
65  GEN 3:9  ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଁଠାରେ ?”
66  GEN 3:10  ସେ ତ୍ତର କଲେ, “ମୁଁ ଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
71  GEN 3:15  ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ସେ ଆଦମଙ୍କୁ କହିଲେ, “ଯେବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
75  GEN 3:19  ତୁମ୍ଭେ ଯେମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
76  GEN 3:20  ଏଥିତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
77  GEN 3:21  ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
78  GEN 3:22  ଏଥିତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।