Wildebeest analysis examples for:   ory-ory   ଡ    February 11, 2023 at 19:20    Script wb_pprint_html.py   by Ulf Hermjakob

8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଳରେ ପକ୍ଷୀଗଣ଼ନ୍ତୁ।”
32  GEN 2:1  ଏହିରୂପେ ଆକାଶମଣ୍ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଓ ପୃଥିବୀ ନିର୍ମାଣ କଲେ,
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
53  GEN 2:22  ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
55  GEN 2:24  ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛା଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
63  GEN 3:7  ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
65  GEN 3:9  ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ାକି କହିଲେ, “ତୁମ୍ଭେ କେଉଁଠାରେ ?”
80  GEN 3:24  ଏହିରୂପେ ସେ ଆଦମଙ୍କୁ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ୍ଗ ସ୍ଥାପନ କଲେ।
90  GEN 4:10  ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ାକ ପକାଉଅଛି।
93  GEN 4:13  କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ ଅସହ୍ୟ।
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
95  GEN 4:15  ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
141  GEN 6:3  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋ଼ିଏ ବର୍ଷ ହେବ।”
143  GEN 6:5  ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
154  GEN 6:16  ଉପରରୁ ଏକ ହାତ ଛା଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
168  GEN 7:8  ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋ଼ା ଯୋ଼ା ହୋଇ
175  GEN 7:15  ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋ଼ା ଯୋ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
177  GEN 7:17  ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛା଼ି ଭାସି ଉଠିଲା।
184  GEN 7:24  ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁ଼ି ରହିଲା।
189  GEN 8:5  ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
190  GEN 8:6  ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ାମରା କାଉକୁ଼ାଇ ଦେଲେ;
192  GEN 8:8  ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା଼ାଇ ଦେଲେ;
194  GEN 8:10  ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ଼ାଇ ଦେଲେ;
196  GEN 8:12  ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
227  GEN 9:21  ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ଼ିଲେ।
229  GEN 9:23  ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
270  GEN 11:3  ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
271  GEN 11:4  ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
272  GEN 11:5  ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
275  GEN 11:8  ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
307  GEN 12:8  ଏଥିଉତ୍ତାରେ ସେ ସେହି ସ୍ଥାନ ଛା଼ି ବେଥେଲ୍‍ର ପୂର୍ବଆପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
309  GEN 12:10  ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ଼ିଥିଲା।
317  GEN 12:18  ଏହେତୁ ଫାରୋ ଅବ୍ରାମଙ୍କୁ ାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ?
322  GEN 13:3  ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
328  GEN 13:9  ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ାହାଣକୁ ଯାଏ; ନୋହିଲେ ତୁମ୍ଭେ ାହାଣକୁ ଯାଅ, ମୁଁ ବାମକୁ ଯିବି।
344  GEN 14:7  ପୁଣି, ସେମାନେ ସେହି ସ୍ଥାନରୁ ବାହୁ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
347  GEN 14:10  ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।
351  GEN 14:14  ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌ଼ି ଦାନ୍‍ ନଗର ପର୍ଯ୍ୟନ୍ତ ଗଲେ।
352  GEN 14:15  ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋ଼ାଇଲେ।
353  GEN 14:16  ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁ଼ାଇ ଆଣିଲେ।
354  GEN 14:17  ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।
360  GEN 14:23  ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।
371  GEN 15:10  ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ କରି ଖଣ୍ଆଗରେ ଅନ୍ୟ ଖଣ୍ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ କଲେ ନାହିଁ।
372  GEN 15:11  ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ଼ନ୍ତେ, ଅବ୍ରାମ ସେମାନଙ୍କୁ଼ାଇ ଦେଲେ।
377  GEN 15:16  ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
378  GEN 15:17  ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜ୍ୱଳିତ ଦିହୁ଼ି ସେହି ଦୁଇ ଖଣ୍ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।
387  GEN 16:5  ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
401  GEN 17:3  ତହିଁରେ ଅବ୍ରାମ ମୁହଁ ମା଼ି ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
413  GEN 17:15  ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ାକ ନାହିଁ; ତାହାର ନାମ ସାରା ହେଲା।
415  GEN 17:17  ସେତେବେଳେ ଅବ୍ରହାମ ମୁହଁ ମା଼ି ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?”
418  GEN 17:20  ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁଗୋଷ୍ଠୀ କରିବା।
427  GEN 18:2  ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
433  GEN 18:8  ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛି଼ା ହେଲେ।
441  GEN 18:16  ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।
447  GEN 18:22  ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁ଼ି ସଦୋମ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛି଼ା ହୋଇ ରହିଲେ।
456  GEN 18:31  ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
460  GEN 19:2  “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”
461  GEN 19:3  ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତା଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।
462  GEN 19:4  ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍‍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆ଼ୁ ଆସି ତାହାର ଘର ଘେରିଲେ।
463  GEN 19:5  ପୁଣି, ଲୋଟକୁ ାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”
469  GEN 19:11  ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।
473  GEN 19:15  ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ରେ ବିନଷ୍ଟ ହେବ।”
475  GEN 19:17  ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”
484  GEN 19:26  ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।
504  GEN 20:8  ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।
505  GEN 20:9  ତହିଁରେ ଅବିମେଲକ ଅବ୍ରହାମଙ୍କୁ ାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”
512  GEN 20:16  ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା।”
522  GEN 21:8  ଆଉ ବାଳକହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
529  GEN 21:15  ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛା଼ି ଦେଲା।
531  GEN 21:17  ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା ? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।
534  GEN 21:20  ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।
555  GEN 22:7  ଆଉ ଇସ୍‍ହାକ ଆପଣା ପିତା ଅବ୍ରହାମଙ୍କୁ ାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?”
557  GEN 22:9  ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜା଼ି ଆପଣା ପୁତ୍ର ଇସ୍‍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
559  GEN 22:11  ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
561  GEN 22:13  ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
563  GEN 22:15  ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ାକି କହିଲେ,
587  GEN 23:15  “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍କର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
605  GEN 24:13  ଦେଖ, ମୁଁ ଏହି କୂପ ନିକଟରେ ଛି଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;
609  GEN 24:17  ଏପରି ସମୟରେ ସେହି ଦାସ ଦୌ଼ି ଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”
612  GEN 24:20  ତହିଁରେ ସେ ଶୀଘ୍ର କୁଣ୍ରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।
620  GEN 24:28  ଆଉ ସେହି କନ୍ୟା ଦୌ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।