Wildebeest analysis examples for:   ory-ory   ଭ    February 11, 2023 at 19:20    Script wb_pprint_html.py   by Ulf Hermjakob

2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
4  GEN 1:4  ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ିନ୍ନ କଲେ।
6  GEN 1:6  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ାଗରେ ିନ୍ନ କରୁ।”
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ିନ୍ନ କଲେ; ତହିଁରେ ସେହିରୂପ ହେଲା।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍େମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ମାନଙ୍କୁ ଦେଲୁ, ତାହା ତୁମ୍ମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ କ୍ଷ୍ୟ ନିମନ୍ତେ ଆମ୍ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
37  GEN 2:6  ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ୂମିରେ ଜଳ ସିଞ୍ଚିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରପରମେଶ୍ୱର ୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
39  GEN 2:8  ଆଉ ସଦାପ୍ରପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
40  GEN 2:9  ସଦାପ୍ରପରମେଶ୍ୱର ସେହି ୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
41  GEN 2:10  ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ିନ୍ନ ିନ୍ନ ଚାରିଧାର ହେଲା ।
46  GEN 2:15  ପୁଣି, ସଦାପ୍ରପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
47  GEN 2:16  ସଦାପ୍ରପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
49  GEN 2:18  ଏଥିଉତ୍ତାରେ ସଦାପ୍ରପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ନୁହେଁ, ଆମ୍ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ଆଉ ସଦାପ୍ରପରମେଶ୍ୱର ୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
52  GEN 2:21  ଏଥିଉତ୍ତାରେ ସଦାପ୍ରପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
53  GEN 2:22  ଆଉ ସଦାପ୍ରପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
55  GEN 2:24  ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
56  GEN 2:25  ଆଦମ ଓ ତାଙ୍କର ାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
57  GEN 3:1  ସଦାପ୍ରପରମେଶ୍ୱରଙ୍କ ନିର୍ମିତ ୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍େମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍େମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
60  GEN 3:4  ସର୍ପ ନାରୀଙ୍କୁ କହିଲା, “ତୁମ୍େମାନେ କୌଣସି ରୂପେ ମରିବ ନାହିଁ;
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍େମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍େମାନେ ପରମେଶ୍ୱରଙ୍କ ପରି ଓ ମନ୍ଦର ଜ୍ଞାନ ପାଇବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ାର୍ଯ୍ୟା ସଦାପ୍ରପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
65  GEN 3:9  ତହିଁରେ ସଦାପ୍ରପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍କେଉଁଠାରେ ?”
66  GEN 3:10  ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ୀତ ହୋଇ ଲୁଚିଲି।”
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଉଲଙ୍ଗ ଅଛ, ଏହା କିଏ ତୁମ୍କୁ ଜଣାଇଲା ? ଆମ୍ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
69  GEN 3:13  ସେତେବେଳେ ସଦାପ୍ରପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ୁଲାଇଲା, ତହିଁରେ ମୁଁ ଖାଇଲି।”
70  GEN 3:14  ତହୁଁ ସଦାପ୍ରପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
71  GEN 3:15  ଆଉ ଆମ୍ତୁମ୍ଓ ନାରୀର ମଧ୍ୟରେ, ପୁଣି, ତୁମ୍ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ମସ୍ତକକୁ ଆଘାତ କରିବେ ଓ ତୁମ୍ତାହାଙ୍କ ଗୋଇଠିକୁ ଆଘାତ କରିବ।”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ତୁମ୍ଗର୍ବେଦନା ଅତିଶୟ ବଢ଼ାଇବା, ତୁମ୍ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ବାସନା ରହିବ, ସେ ତୁମ୍ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ତୁମ୍କୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଆପଣା ାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ ସକାଶୁ ୂମି ଶାପଗ୍ରସ୍ତ ହେଲା; ତୁମ୍ଯାବଜ୍ଜୀବନ କ୍ଳେଶରେ ତହିଁରୁ କ୍ଷ୍ୟ ପାଇବ।
74  GEN 3:18  ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍କ୍ଷେତ୍ରର ଶାକ ୋଜନ କରିବ।
75  GEN 3:19  ତୁମ୍ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
76  GEN 3:20  ଏଥିଉତ୍ତାରେ ଆଦମ ଆପଣା ାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
77  GEN 3:21  ଆଉ ସଦାପ୍ରପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ାର୍ଯ୍ୟାଙ୍କୁ ପିନ୍ଧାଇଲେ।
78  GEN 3:22  ଏଥିଉତ୍ତାରେ ସଦାପ୍ରପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ଏଥିପାଇଁ ସଦାପ୍ରପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ବତୀ ହୋଇ କୟିନ (ଅର୍ଥାତ୍‍ ଲା) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରୁଙ୍କ ସାହାଯ୍ୟରେ ମୋହର ଏକ ନର ଲା ହୋଇଅଛି।”
83  GEN 4:3  ସମୟାନୁକ୍ରମେ କୟିନ ସଦାପ୍ରୁଙ୍କ ଉଦ୍ଦେଶ୍ୟରେ ୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
84  GEN 4:4  ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।