Wildebeest analysis examples for:   ory-ory   ଶ    February 11, 2023 at 19:20    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2  GEN 1:2  ପୃଥିବୀ ନିର୍ଜ୍ଜନ ଓ ୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
3  GEN 1:3  ଏଥିଉତ୍ତାରେ ପରମେ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
4  GEN 1:4  ଆଉ ପରମେ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
5  GEN 1:5  ପୁଣି, ପରମେ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
6  GEN 1:6  ଏଥିଉତ୍ତାରେ ପରମେ୍ୱର କହିଲେ, “ଜଳ ମଧ୍ୟରେ ୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7  GEN 1:7  ଏହିରୂପେ ପରମେ୍ୱର ୂନ୍ୟ ନିର୍ମାଣ କରି ୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8  GEN 1:8  ଆଉ ପରମେ୍ୱର ସେହି ୂନ୍ୟର ନାମ ଆକାମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେ୍ୱର କହିଲେ, “ଆକାମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକା ହେଉ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାିର ନାମ ସମୁଦ୍ର ଦେଲେ; ଆଉ ପରମେ୍ୱର ତାହା ଉତ୍ତମ ଦେଖିଲେ।
11  GEN 1:11  ଏଉତ୍ତାରୁ ପରମେ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେ୍ୱର ତାହା ଉତ୍ତମ ଦେଖିଲେ।
14  GEN 1:14  ଏଥିଉତ୍ତାରେ ପରମେ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16  GEN 1:16  ଏହି ପ୍ରକାରେ ପରମେ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେ୍ୱର ଆକାମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
20  GEN 1:20  ଏଥିଉତ୍ତାରେ ପରମେ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେ୍ୱର ସେମାନଙ୍କୁୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
24  GEN 1:24  ଏଥିଉତ୍ତାରେ ପରମେ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25  GEN 1:25  ଏହି ରୂପେ ପରମେ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେ୍ୱର ସେମାନଙ୍କୁୀର୍ବାଦ କଲେ; ପୁଣି, ପରମେ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରିୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ାକ ଦେଲୁ,” ତହିଁରେ ସେହିପରି ହେଲା।
31  GEN 1:31  ପରମେ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
32  GEN 2:1  ଏହିରୂପେ ଆକାମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
33  GEN 2:2  ପରମେ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବି୍ରାମ କଲେ।
34  GEN 2:3  ପୁଣି, ପରମେ୍ୱର ସପ୍ତମ ଦିନକୁୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବି୍ରାମ କଲେ।
35  GEN 2:4  ସୃଷ୍ଟିକାଳରେ ଆକାମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେ୍ୱର ଆକାମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
39  GEN 2:8  ଆଉ ସଦାପ୍ରଭୁ ପରମେ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
40  GEN 2:9  ସଦାପ୍ରଭୁ ପରମେ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
42  GEN 2:11  ପ୍ରଥମ ନଦୀର ନାମ ପିୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେସମୂହକୁ ବେଷ୍ଟନ କରେ।
43  GEN 2:12  ସେହି ଦେସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।
44  GEN 2:13  ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂ ଦେ ବେଷ୍ଟନ କରେ।
45  GEN 2:14  ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବୂରୀୟ ଦେସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
46  GEN 2:15  ପୁଣି, ସଦାପ୍ରଭୁ ପରମେ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
47  GEN 2:16  ସଦାପ୍ରଭୁ ପରମେ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
49  GEN 2:18  ଏଥିଉତ୍ତାରେ ସଦାପ୍ରଭୁ ପରମେ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ଆଉ ସଦାପ୍ରଭୁ ପରମେ୍ୱର ଭୂମିରୁ ବିଲରୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
53  GEN 2:22  ଆଉ ସଦାପ୍ରଭୁ ପରମେ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
57  GEN 3:1  ସଦାପ୍ରଭୁ ପରମେ୍ୱରଙ୍କ ନିର୍ମିତ ଭୂଚରୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
61  GEN 3:5  ବରଞ୍ଚ ପରମେ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେ୍ୱରଙ୍କ ରବ ୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
65  GEN 3:9  ତହିଁରେ ସଦାପ୍ରଭୁ ପରମେ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?”
66  GEN 3:10  ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ୁଣି ଆପଣା ଉଲଙ୍ଗତା ସକାଭୀତ ହୋଇ ଲୁଚିଲି।”
67  GEN 3:11  ପରମେ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
69  GEN 3:13  ସେତେବେଳେ ସଦାପ୍ରଭୁ ପରମେ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପୁଠାରୁ ଅଧିକ ାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।