Wildebeest analysis examples for:   ory-ory   ଷ    February 11, 2023 at 19:20    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃ୍ଟି କଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍କାରଣ ହେଉନ୍ତୁ।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ୀଗଣର ସୃ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ୀଗଣ ବହୁସଂଖ୍ୟକ ହେଉନ୍ତୁ।”
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁ୍ୟକୁ ସୃ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃ୍ଟି କଲେ; ପୁରୁ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ୍ଠ ଦିବସ ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃ୍ଟି ସମାପ୍ତ ହେଲା।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
35  GEN 2:4  ସୃ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍େତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃ୍ଟି କରାଇ ନ ଥିଲେ, ଆଉ କୃିକର୍ମ କରିବାକୁ ମନୁ୍ୟ ହିଁ ନ ଥିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁ୍ୟ ଜୀବିତ ପ୍ରାଣୀ ହେଲା।
39  GEN 2:8  ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁ୍ୟକୁ ରଖିଲେ।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ ଉତ୍ପନ୍ନ କଲେ।
42  GEN 2:11  ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେ୍ଟନ କରେ।
44  GEN 2:13  ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେ୍ଟନ କରେ।
46  GEN 2:15  ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍କରିବା ପାଇଁ ନିଯୁକ୍ତ କଲେ।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
49  GEN 2:18  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
55  GEN 2:24  ଏନିମନ୍ତେ ମନୁ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଫଳ ଖାଇପାରୁ;
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଫଳ ବିୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
61  GEN 3:5  ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍କୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
63  GEN 3:7  ତହିଁରେ ସେମାନଙ୍କ ଚକ୍ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ପତ୍ର ସିଁଇ ଘାଗରା ବନାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଗଣ ମଧ୍ୟରେ ଲୁଚିଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଫଳ ଖାଇବାକୁ ନିେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଫଳ ଦେଲେ, ତହିଁରେ ମୁଁ ଖାଇଲି।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଫଳ ଖାଇବା ବିୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍୍ୟ ପାଇବ।
74  GEN 3:18  ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍େତ୍ରର ଶାକ ଭୋଜନ କରିବ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ପଥ ରକ୍କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
82  GEN 4:2  ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେପାଳକ ଓ କୟିନ କୃହେଲେ।
88  GEN 4:8  ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍େତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
89  GEN 4:9  ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍?”
92  GEN 4:12  ଭୂମିରେ କୃିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
100  GEN 4:20  ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁ ଥିଲା।
101  GEN 4:21  ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁ ଥିଲା।
103  GEN 4:23  ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
106  GEN 4:26  ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
107  GEN 5:1  ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁ୍ୟକୁ ସୃ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
108  GEN 5:2  ପୁରୁ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃ୍ଟି କଲେ; ଆଉ ସେମାନେ ସୃ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁ୍ୟ) ନାମ ଦେଲେ।
109  GEN 5:3  ଆଦମ ଶହେ ତିରିଶ ବର୍ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
110  GEN 5:4  ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
111  GEN 5:5  ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ ଥିଲା; ତହୁଁ ସେ ମଲେ।
112  GEN 5:6  ଶେଥ ଶହେ ପାଞ୍ଚ ବର୍ ବୟସରେ ଈନୋଶକୁ ଜାତ କଲା;
113  GEN 5:7  ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
114  GEN 5:8  ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ ଥିଲା; ତହୁଁ ସେ ମଲା।
115  GEN 5:9  ଈନୋଶ ନବେ ବର୍ ବୟସରେ କୟିନାନକୁ ଜାତ କଲା;
116  GEN 5:10  ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
117  GEN 5:11  ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ ଥିଲା; ତହୁଁ ସେ ମଲା।
118  GEN 5:12  କୟିନାନ ସତୁରି ବର୍ ବୟସରେ ମହଲଲେଲକୁ ଜାତ କଲା;
119  GEN 5:13  ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
120  GEN 5:14  ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ ଥିଲା; ତହୁଁ ସେ ମଲା।
121  GEN 5:15  ମହଲଲେଲ ପଞ୍ଚଠି ବର୍ ବୟସରେ ଯେରଦକୁ ଜାତ କଲା;
122  GEN 5:16  ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
123  GEN 5:17  ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ ଥିଲା; ତହୁଁ ସେ ମଲା।
124  GEN 5:18  ଯେରଦ ଶହେ ବାଠି ବର୍ ବୟସରେ ହନୋକଙ୍କୁ ଜାତ କଲା;
125  GEN 5:19  ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
126  GEN 5:20  ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଠି ବର୍ ଥିଲା; ତହୁଁ ସେ ମଲା।