Wildebeest analysis examples for:   ory-ory   ୀ    February 11, 2023 at 19:20    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବକୁ ସୃଷ୍ଟି କଲେ।
2  GEN 1:2  ପୃଥିବ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
3  GEN 1:3  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦପ୍ତି ହେଉ,” ତହିଁରେପ୍ତି ହେଲା।
4  GEN 1:4  ଆଉ ପରମେଶ୍ୱରପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁପ୍ତିକୁ ଭିନ୍ନ କଲେ।
5  GEN 1:5  ପୁଣି, ପରମେଶ୍ୱରପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତଦିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବ ତୃଣ ଓ ସବଶାକ ଓସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍, ପୃଥିବ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13  GEN 1:13  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତଦିବସ ହେଲା।
15  GEN 1:15  ଆଉ ପୃଥିବରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
17  GEN 1:17  ତହୁଁ ପୃଥିବରେ ପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
18  GEN 1:18  ଆଉପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣବର୍ଗରେ ପ୍ରାଣମୟ ହେଉ ଓ ପୃଥିବଉପରିସ୍ଥ ଆକାଶମଣ୍ଡଳରେ ପକ୍ଷଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବରେ ପକ୍ଷଗଣ ବହୁସଂଖ୍ୟକ ହେଉନ୍ତୁ।”
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟ ପ୍ରତ୍ୟେକ ଭୂଚର ଉରୋଗାମ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷଗଣ ଓ ପଶୁଗଣ ଓ ସମସ୍ତ ପୃଥିବ ଓ ଭୂମିରେ ଗମନଶସବୁ ଉରୋଗାମ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ର କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବକୁ ପରିପୂର୍ଣ୍ଣ କରି ବଶଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷଗଣ ଓ ଭୂଚର ଉରୋଗାମ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବଶାକ ଓ ସବୁ ସବଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି, ପୃଥିବସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷ ଓ ଭୂଚର ଉରୋଗାମ ଜନ୍ତୁ, ଏହି ସମସ୍ତ ପ୍ରାଣଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ଓ ପୃଥିବର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
37  GEN 2:6  ପୁଣି, ପୃଥିବରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟବିତ ପ୍ରାଣ ହେଲା।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
41  GEN 2:10  ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
42  GEN 2:11  ପ୍ରଥମ ନଦନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବଲା ଦେଶସମୂହକୁ ବେଷ୍ଟନ କରେ।
44  GEN 2:13  ଦ୍ୱିତନଦନାମହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
45  GEN 2:14  ତୃତନଦନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦନାମ ଫରାତ୍‍।
49  GEN 2:18  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣ ନିର୍ମାଣ କରିବା।”
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣ ଦେଖାଗଲା ନାହିଁ।
53  GEN 2:22  ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ର ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
54  GEN 2:23  ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାର, ଯେହେତୁ ଏ ନରଠାରୁତା ହୋଇଅଛି।”
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାର ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
60  GEN 3:4  ସର୍ପ ନାରଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
62  GEN 3:6  ଏଥିରେ ନାର ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାର ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
66  GEN 3:10  ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେହୋଇ ଲୁଚିଲି।”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରଙ୍କୁ ମୋହର ସଙ୍ଗିନ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
69  GEN 3:13  ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରଙ୍କୁ କହିଲେ, “ଏ କି କଲ ?” ନାର କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜବନ ଧୂଳି ଖାଇବ।
71  GEN 3:15  ଆଉ ଆମ୍ଭେ ତୁମ୍ଭର ଓ ନାରମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
72  GEN 3:16  ତହୁଁ ସେ ନାରଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
75  GEN 3:19  ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
76  GEN 3:20  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେବିତ ଲୋକମାନଙ୍କର ମାତା ହେଲେ।
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜ ନ ହୁଅଇ,
79  GEN 3:23  ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
81  GEN 4:1  ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”