Wildebeest analysis examples for:   ory-ory   ୃ    February 11, 2023 at 19:20    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓଥିବୀକୁ ଷ୍ଟି କଲେ।
2  GEN 1:2  ଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10  GEN 1:10  ପୁଣି, ପରମେଶ୍ୱର ସ୍ଥଳର ନାମଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପଥିବୀ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12  GEN 1:12  ଅର୍ଥାତ୍‍,ଥିବୀ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13  GEN 1:13  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇତୀୟ ଦିବସ ହେଲା।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15  GEN 1:15  ଆଉଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16  GEN 1:16  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
17  GEN 1:17  ତହୁଁଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତତ୍ୱ କରିବା ପାଇଁ,
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21  GEN 1:21  ଆଉ ପରମେଶ୍ୱରହତ ତିମିଙ୍ଗିଳ ପ୍ରଭତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣରଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି,ଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30  GEN 1:30  ପୁଣି,ଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତିଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
32  GEN 2:1  ଏହିରୂପେ ଆକାଶମଣ୍ଡଳ ଓଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁରଷ୍ଟି ସମାପ୍ତ ହେଲା।
33  GEN 2:2  ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାରସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱରଷ୍ଟିକରଣରୂପ ଆପଣାରସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
35  GEN 2:4  ଷ୍ଟିକାଳରେ ଆକାଶମଣ୍ଡଳ ଓଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମୟରେ କ୍ଷେତ୍ରରେ କୌଣସିନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱରଥିବୀରେ ଷ୍ଟି କରାଇ ନ ଥିଲେ, ଆଉଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
37  GEN 2:6  ପୁଣି,ଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦଶ୍ୟ ଓ ସୁଖାଦ୍ୟକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମକ୍ଷ ଓ ସଦସତ୍‍ ଜ୍ଞାନଦାୟକକ୍ଷ ଉତ୍ପନ୍ନ କଲେ।
45  GEN 2:14  ତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାୟକକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସିକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତକ୍ଷର ଫଳ ଖାଇପାରୁ;
59  GEN 3:3  କେବଳ ଉଦ୍ୟାନର ମଧ୍ୟସ୍ଥିତକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
62  GEN 3:6  ଏଥିରେ ନାରୀ ସେହିକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
63  GEN 3:7  ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରିକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
64  GEN 3:8  ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥକ୍ଷଗଣ ମଧ୍ୟରେ ଲୁଚିଲେ।
67  GEN 3:11  ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
68  GEN 3:12  ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହିକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
75  GEN 3:19  ତୁମ୍ଭେ ଯେଉଁତ୍ତିକାରୁ ହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
78  GEN 3:22  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି,” ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,
79  GEN 3:23  ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁତ୍ତିକାରୁ ନୀତ ହୋଇଥିଲେ, ତହିଁରେଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
80  GEN 3:24  ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
82  GEN 4:2  ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନଷକ ହେଲେ।
87  GEN 4:7  ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତତ୍ୱ କରିବା ଉଚିତ।”
92  GEN 4:12  ଭୂମିରେଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
107  GEN 5:1  ଆଦମଙ୍କର ବଂଶାବଳୀରତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
108  GEN 5:2  ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁଷ୍ଟି କଲେ; ଆଉ ସେମାନେଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
109  GEN 5:3  ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
139  GEN 6:1  ଏହିରୂପେ ଯେତେବେଳେଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
142  GEN 6:4  ସେହି ସମୟରେଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
143  GEN 6:5  ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ,ଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
144  GEN 6:6  ଏନିମନ୍ତେ ସଦାପ୍ରଭୁଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
145  GEN 6:7  ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାରଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
146  GEN 6:8  ମାତ୍ର, ନୋହ ସଦାପ୍ରଭୁଙ୍କଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ।
149  GEN 6:11  ସେହି ସମୟରେଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
150  GEN 6:12  ପୁଣି, ପରମେଶ୍ୱରଥିବୀରେ ଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରାଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
152  GEN 6:14  ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
154  GEN 6:16  ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓତୀୟ ତଳ ବନାଇବ।
155  GEN 6:17  ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
162  GEN 7:2  ଆଉଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
164  GEN 7:4  ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ରଥିବୀରେ ଷ୍ଟି କରାଇଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”