Wildebeest analysis examples for:   ory-ory   ୌ    February 11, 2023 at 19:20    Script wb_pprint_html.py   by Ulf Hermjakob

36  GEN 2:5  ସେହି ସମୟରେ କ୍ଷେତ୍ରରେଣସି ତୃଣ ନ ଥିଲା ଓ ଭୂମିରେଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନରଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
60  GEN 3:4  ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେଣସି ରୂପେ ମରିବ ନାହିଁ;
94  GEN 4:14  ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ,ଣସି ଲୋକ ମୋତେ ପାଇଲେ ବଧ କରିବ।”
102  GEN 4:22  ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
149  GEN 6:11  ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
151  GEN 6:13  ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
283  GEN 11:16  ପୁଣି, ଏବରତ୍ରିଶି ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।
297  GEN 11:30  ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କରଣସି ସନ୍ତାନ ନ ଥିଲା।
298  GEN 11:31  ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
351  GEN 14:14  ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେଡ଼ି ଦାନ୍‍ ନଗର ପର୍ଯ୍ୟନ୍ତ ଗଲେ।
364  GEN 15:3  ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”
439  GEN 18:14  ସଦାପ୍ରଭୁଙ୍କ ନିମନ୍ତେଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।
489  GEN 19:31  ଏଥିଉତ୍ତାରେ ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି, ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତଣସି ପୁରୁଷ ନାହିଁ।
537  GEN 21:23  ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”
588  GEN 23:16  ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପାଲି ଇଫ୍ରୋଣକୁ ଦେଲେ।
595  GEN 24:3  ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେଣସି କନ୍ୟା ଗ୍ରହଣ କରିବ ନାହିଁ;
597  GEN 24:5  ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦିଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି ?”
600  GEN 24:8  ଯଦି ସେହି ଦେଶରୁଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ।
606  GEN 24:14  ସେମାନଙ୍କ ମଧ୍ୟରୁଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍‍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”
608  GEN 24:16  ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,
609  GEN 24:17  ଏପରି ସମୟରେ ସେହି ଦାସଡ଼ି ଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”
620  GEN 24:28  ଆଉ ସେହି କନ୍ୟାଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।
621  GEN 24:29  ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁଡ଼ିଗଲା।
629  GEN 24:37  ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, “ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁଣସି କନ୍ୟା ଗ୍ରହଣ କରିବ ନାହିଁ;
631  GEN 24:39  ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, “କେଜାଣିଣସି କନ୍ୟା ମୋ’ ସଙ୍ଗରେ ନ ଆସିବ।”
635  GEN 24:43  ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତାଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;
684  GEN 25:25  ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷ ଦିଆଗଲା।
685  GEN 25:26  ତହିଁ ଉତ୍ତାରେ ଏଷପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
686  GEN 25:27  ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁମନୁଷ୍ୟ ଓ ତମ୍ବୁବାସୀ ହେଲା।
687  GEN 25:28  ଇସ୍‍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
688  GEN 25:29  ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
691  GEN 25:32  ଏଷ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?”
693  GEN 25:34  ତହୁଁ ଯାକୁବ ଏଷକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
701  GEN 26:8  ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତତୁକ କରୁଥିବାର ଦେଖିଲେ।
703  GEN 26:10  ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ ?ଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
727  GEN 26:34  ଏଥିଉତ୍ତାରେ ଏଷ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।
729  GEN 27:1  ଏଥିଉତ୍ତାରେ ଇସ୍‍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
733  GEN 27:5  ଇସ୍‍ହାକ ଆପଣା ପୁତ୍ର ଏଷକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
734  GEN 27:6  ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,
739  GEN 27:11  ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷ ଲୋମଶ, ମାତ୍ର ମୁଁ ନିର୍ଲୋମ।
743  GEN 27:15  ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।
747  GEN 27:19  ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି,” ଏବେ ନିବେଦନ କରୁଅଛି, “ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
749  GEN 27:21  ଇସ୍‍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋ’ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”
750  GEN 27:22  ତହୁଁ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟକୁ ଯା’ନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷହସ୍ତ ଅଟଇ।”
751  GEN 27:23  ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।
752  GEN 27:24  ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷ ?” ସେ କହିଲା, “ହଁ, ମୁଁ ସେହି।”
758  GEN 27:30  ଏହି ପ୍ରକାରେ ଇସ୍‍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟରୁ ବାହାର ହେବାମାତ୍ରେ ତାହାର ଭ୍ରାତା ଏଷ ଶିକାରରୁ ଆସିଲା।
760  GEN 27:32  ତହିଁରେ ତାହାର ପିତା ଇସ୍‍ହାକ କହିଲେ, “ତୁମ୍ଭେ କିଏ ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷ।”
762  GEN 27:34  ଏଷ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”
764  GEN 27:36  ତହିଁରେ ଏଷ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?”
765  GEN 27:37  ତହୁଁ ଇସ୍‍ହାକ ଏଷକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ ?”
766  GEN 27:38  ତହିଁରେ ଏଷ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା ? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
769  GEN 27:41  ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
770  GEN 27:42  ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।
774  GEN 27:46  ଏଥିଉତ୍ତାରେ ରିବିକା ଇସ୍‍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍‍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?”
775  GEN 28:1  ଏଥିଉତ୍ତାରେ ଇସ୍‍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶରଣସି କନ୍ୟାକୁ ବିବାହ କରିବ ନାହିଁ।
776  GEN 28:2  ଉଠ, ପଦ୍ଦନ୍‍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନରଣସି କନ୍ୟାକୁ ବିବାହ କର।
779  GEN 28:5  ଏଥିଉତ୍ତାରେ ଇସ୍‍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍‍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍‍, ଯାକୁବ ଓ ଏଷମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
780  GEN 28:6  ଏଥିଉତ୍ତାରେ ଇସ୍‍ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍‍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶରଣସି କନ୍ୟା ବିବାହ କର ନାହିଁ।”
782  GEN 28:8  ଏହା ଦେଖି ଏଷ ଆପଣା ପିତା ଇସ୍‍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
783  GEN 28:9  ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କରତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।
785  GEN 28:11  ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
801  GEN 29:5  ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରରତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।”
808  GEN 29:12  ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
809  GEN 29:13  ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
842  GEN 30:11  ତହୁଁ ଲେୟା କହିଲା, “ଏ କିଭାଗ୍ୟ !” ଏଥିପାଇଁ ତାହାର ନାମ ଗାଦ୍‍ (ସଭାଗ୍ୟ) ରଖିଲା।
851  GEN 30:20  ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।
861  GEN 30:30  କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?”
894  GEN 31:20  ଆଉ ଯାକୁବ ଆପଣା ପଳାୟନରଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।
897  GEN 31:23  ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟଡ଼ି ଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।
910  GEN 31:36  ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ଜ୍ୱଳିତ ହୋଇ ମୋ’ ପଛେ ପଛେଡ଼ି ଆସିଲ ?
911  GEN 31:37  ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହରଣସି ଦ୍ରବ୍ୟ ପାଇଲ କି ? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ।
924  GEN 31:50  ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”
932  GEN 32:4  ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।
933  GEN 32:5  ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।
935  GEN 32:7  ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”
937  GEN 32:9  “ଏଷ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,”
940  GEN 32:12  ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
942  GEN 32:14  ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷ ନିମନ୍ତେ ଭେଟି ପ୍ରସ୍ତୁତ କଲା;
946  GEN 32:18  ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ ? କେଉଁଠାକୁ ଯାଉଅଛ ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର ?
947  GEN 32:19  ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।”
948  GEN 32:20  ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍‍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।”
961  GEN 32:33  ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।
962  GEN 33:1  ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରିଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,
965  GEN 33:4  ସେତେବେଳେ ଏଷ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
969  GEN 33:8  ତହିଁରେ ଏଷ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
970  GEN 33:9  ତହୁଁ ଏଷ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”
972  GEN 33:11  ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷ ତାହା ଗ୍ରହଣ କଲା।
973  GEN 33:12  ଏଥିଉତ୍ତାରେ ଏଷ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”
976  GEN 33:15  ଏଷ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”
977  GEN 33:16  ତହଁରେ ଏଷ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।
980  GEN 33:19  ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତାପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
993  GEN 34:12  ତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ରଣସିମତେ ମୋ’ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”
1013  GEN 35:1  ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”
1041  GEN 35:29  ଏଥିଉତ୍ତାରେ ଇସ୍‍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷ ଓ ଯାକୁବ ତାଙ୍କୁ କବର ଦେଲେ।