Wildebeest analysis examples for:   ory-ory   ୖ    February 11, 2023 at 19:20    Script wb_pprint_html.py   by Ulf Hermjakob

27514  ACT 15:3  ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ ।
29336  EPH 3:18  ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
29898  2TI 2:4  କୌଣସି ଲୋକେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରିେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ |
29904  2TI 2:10  ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟେର୍ଯ୍ୟ ଧରି ସହ୍ୟ କରୁଅଛି ।
29906  2TI 2:12  ଯଦି ଆମ୍ଭେମାନେେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
29930  2TI 3:10  କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ,େର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ ।
30987  REV 13:10  କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କରେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।