23286 | MAT 4:8 | ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା, |
23380 | MAT 6:29 | ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ । |
25138 | LUK 4:6 | ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ । |
25555 | LUK 12:27 | ଫୁଲଗୁଡ଼ିକ ବିଷୟ ଭାବି ଦେଖ, ସେଗୁଡ଼ିକ କିପରି ସୁତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ । |
31146 | REV 21:24 | ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ । |
31148 | REV 21:26 | ଲୋକେ ଜାତିସମୂହର ଏୗଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ । |