Wildebeest analysis examples for:   ory-ory   ୟ    February 11, 2023 at 19:20    Script wb_pprint_html.py   by Ulf Hermjakob

1  GEN 1:1  ଆଦ୍ରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2  GEN 1:2  ପୃଥିବୀ ନିର୍ଜ୍ଜନ ଓ ଶୂନ୍ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ାପ୍ତ ଥିଲେ।
5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
6  GEN 1:6  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ରେ ଶୂନ୍ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ ନିର୍ମାଣ କରି ଶୂନ୍ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ଓ ପ୍ରାତଃକାଳ ହୋଇ ଦ୍ୱିତୀ ଦିବସ ହେଲା।
11  GEN 1:11  ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
13  GEN 1:13  ତହିଁରେ ସନ୍ଧ୍ଓ ପ୍ରାତଃକାଳ ହୋଇ ତୃତୀ ଦିବସ ହେଲା।
14  GEN 1:14  ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15  GEN 1:15  ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16  GEN 1:16  ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୋତି, ଏହି ଦୁଇ ମହାଜ୍ୋତି, ଆଉ ମଧ୍ ତାରାଗଣ ନିର୍ମାଣ କଲେ।
18  GEN 1:18  ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19  GEN 1:19  ତହିଁରେ ସନ୍ଧ୍ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
20  GEN 1:20  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
22  GEN 1:22  ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ହେଉନ୍ତୁ।”
23  GEN 1:23  ତହିଁରେ ସନ୍ଧ୍ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
24  GEN 1:24  ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25  GEN 1:25  ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାବନ୍ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାଗ୍ରାମ୍ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାପ୍ରତ୍େକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
26  GEN 1:26  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ରେ ମନୁଷ୍କୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27  GEN 1:27  ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍କୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28  GEN 1:28  ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29  GEN 1:29  ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ ହେବ।
30  GEN 1:30  ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍େକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୁତ୍ତମ ହେଲା। ତହିଁରେ ସନ୍ଧ୍ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
33  GEN 2:2  ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ରୁ ବିଶ୍ରାମ କଲେ।
34  GEN 2:3  ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ରୁ ବିଶ୍ରାମ କଲେ।
35  GEN 2:4  ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
36  GEN 2:5  ସେହି ସମରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ ହିଁ ନ ଥିଲା।
38  GEN 2:7  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍କୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାପ୍ରବେଶ କରାଇଲେ; ତହିଁରେ ମନୁଷ୍ ଜୀବିତ ପ୍ରାଣୀ ହେଲା।
39  GEN 2:8  ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍କୁ ରଖିଲେ।
40  GEN 2:9  ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀ ସୁଦୃଶ୍ ସୁଖାଦ୍ ବୃକ୍ଷ, ପୁଣି, ସେହି ଉଦ୍ାନର ମଧ୍ସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାବୃକ୍ଷ ଉତ୍ପନ୍ନ କଲେ।
41  GEN 2:10  ଉଦ୍ାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
44  GEN 2:13  ଦ୍ୱିତୀ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
45  GEN 2:14  ତୃତୀ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
46  GEN 2:15  ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍କୁ ନେଇ ଏଦନ ଉଦ୍ାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
47  GEN 2:16  ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
48  GEN 2:17  ମାତ୍ର, ସଦସତ୍‍ ଜ୍ଞାନଦାବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
49  GEN 2:18  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
50  GEN 2:19  ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
51  GEN 2:20  ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍େକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
52  GEN 2:21  ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
55  GEN 2:24  ଏନିମନ୍ତେ ମନୁଷ୍ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
56  GEN 2:25  ଆଦମ ଓ ତାଙ୍କର ଭାର୍ଯ୍ା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
57  GEN 3:1  ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍, ଉଦ୍ାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”
58  GEN 3:2  ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
59  GEN 3:3  କେବଳ ଉଦ୍ାନର ମଧ୍ସ୍ଥିତ ବୃକ୍ଷର ଫଳ ବିଷରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
62  GEN 3:6  ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ଉତ୍ପାଦକ ଓନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ ଖାଇଲେ।
64  GEN 3:8  ତହୁଁ ଦିନାବସାନ ସମରେ ଉଦ୍ାନ ମଧ୍ରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ାନସ୍ଥ ବୃକ୍ଷଗଣ ମଧ୍ରେ ଲୁଚିଲେ।
66  GEN 3:10  ସେ ଉତ୍ତର କଲେ, “ମୁଁ ଉଦ୍ାନ ମଧ୍ରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
70  GEN 3:14  ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ ବନ୍ପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
71  GEN 3:15  ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
72  GEN 3:16  ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶ ବଢ଼ାଇବା, ତୁମ୍ଭେ ବ୍ଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
73  GEN 3:17  ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ ପାଇବ।