8514 | 2SA 19:1 | ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!” |
20166 | JER 48:17 | ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, “ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!” |
23028 | ZEC 6:12 | ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!” |