|
22584 | (ତୁମ୍ଭେ କିପରି ଉଚ୍ଛିନ୍ନ ହୋଇଅଛ !) ଯଦି ଚୋରମାନେ ତୁମ୍ଭ ନିକଟକୁ ଆସନ୍ତି, ଯଦି ଡକାୟତମାନେ ରାତ୍ରିରେ ଆସନ୍ତି, ଯଦି ସେମାନେ କି ଯଥେଷ୍ଟ ପାଇବା ପର୍ଯ୍ୟନ୍ତ ଚୋରି କରିବେ ନାହିଁ ? ଯେବେ ଦ୍ରାକ୍ଷାଫଳ ସଞ୍ଚୟକାରୀମାନେ ତୁମ୍ଭ ନିକଟକୁ ଆସନ୍ତି, ତେବେ ସେମାନେ କି ଗୋଟାଇବା ପାଇଁ କିଛି ଦ୍ରାକ୍ଷାଫଳ ଛାଡ଼ିବେ ନାହିଁ ? |