Wildebeest analysis examples for:   ory-ory   Word''    February 11, 2023 at 19:20    Script wb_pprint_html.py   by Ulf Hermjakob

28015  ROM 1:17  ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ''
30040  HEB 1:10  ଆହୁରି, "ହେ ପ୍ରଭୁ, ତୁମ୍ଭେ ଆରମ୍ଭରୁ ହିଁ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛ, ପୁଣି, ଆକାଶମଣ୍ଡଳ ତୁମ୍ଭ ହସ୍ତକୃତ କର୍ମ''
30069  HEB 3:7  ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, "ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ''
30410  JAS 4:6  କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି''