|
24049 | ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ । | |
24474 | ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ । | |
24543 | କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋ'ଠାରୁ, ଯାହା ଦ୍ବାରା ତୁମ୍ଭର ଉପକାର ହୋଇଥାନ୍ତା, ତାହା 'କର୍ବାନ୍', ଅର୍ଥାତ୍ ଈଶ୍ୱରଙ୍କୁ ମାନତ ହୋଇଅଛି, |