Wildebeest analysis examples for:   ory-ory   ''Word    February 11, 2023 at 19:20    Script wb_pprint_html.py   by Ulf Hermjakob

26999  ACT 1:7  ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।
27466  ACT 13:35  ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ''ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।''