Wildebeest analysis examples for:   ory-ory   Word''।    February 11, 2023 at 19:20    Script wb_pprint_html.py   by Ulf Hermjakob

29177  GAL 3:8  ଆଉ ଈଶ୍ୱର ଅଣଯିହୂଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରାହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା, "ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ''।
30313  HEB 13:5  ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, "ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ''।