Wildebeest analysis examples for:   ory-ory   Word,Word    February 11, 2023 at 19:20    Script wb_pprint_html.py   by Ulf Hermjakob

17136  PRO 23:22  ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ।
17178  PRO 24:29  ସେ ମୋ’ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି,ଏରୂପ କୁହ ନାହିଁ।
19214  JER 7:26  ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।
19379  JER 14:17  ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
19423  JER 16:18  ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
19557  JER 23:4  ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।
19680  JER 27:15  କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ,ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।’”
19766  JER 31:6  କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ,ଏପରି ଦିନ ଆସିବ।”
19832  JER 32:32  କାରଣ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍‍, ସେମାନେ,ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍‍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି।
19855  JER 33:11  ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’”
19935  JER 36:24  ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ,କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।
19990  JER 38:26  ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି,ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”
20086  JER 44:7  ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
20306  JER 51:25  ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
20643  EZK 6:11  ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ,ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
23634  MAT 13:26  ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲା,ସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା ।
23743  MAT 16:2  କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି ।
23809  MAT 18:13  ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।
24652  MRK 9:45  ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ,ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
25953  LUK 22:20  ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ,ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
25984  LUK 22:51  କିନ୍ତୁ ଯୀଶୁ ଉତ୍ତର ଦେଲେ,ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ ।
27025  ACT 2:7  ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ,ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି ?
27030  ACT 2:12  ଆଉ, ସମସ୍ତେ ଆଚମ୍ବିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ,ଏହାର ଅର୍ଥ କ'ଣ ?
27033  ACT 2:15  କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର ।
27034  ACT 2:16  କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି,ଏହା ସେହି ଘଟଣା ଅଟେ;
27039  ACT 2:21  ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ ।
27040  ACT 2:22  ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;
27075  ACT 3:10  ଆଉ ଯେଉଁ ଜଣକ ମନ୍ଦିରର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା ମାଗୁଥିଲା,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ, ପୁଣି, ତା' ପ୍ରତି ଯାହା ଘଟିଥିଲା, ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆଚମ୍ବିତ ହେଲେ ।
27079  ACT 3:14  ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,
27081  ACT 3:16  ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି ।
27100  ACT 4:9  ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ,ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି ?
27104  ACT 4:13  ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
27143  ACT 5:15  ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ ।
27154  ACT 5:26  ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ ।
27170  ACT 5:42  ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ ।
27173  ACT 6:3  ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
27183  ACT 6:13  ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,
27186  ACT 7:1  ସେଥିରେ ମହାଯାଜକ ପଚାରିଲେ,ଏହି ସମସ୍ତ ଅଭିଯୋଗ କି ସତ୍ୟ?
27187  ACT 7:2  ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ,ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,
27189  ACT 7:4  ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି,ଏହି ଦେଶକୁ ଈଶ୍ୱର ତାହାଙ୍କୁ ନେଇଆସିଲେ,
27210  ACT 7:25  ତାହାଙ୍କ ହସ୍ତ ଦ୍ୱାରା ଈଶ୍ୱର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି,ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ ।
27249  ACT 8:4  ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।
27259  ACT 8:14  ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
27260  ACT 8:15  ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
27281  ACT 8:36  ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?
27282  ACT 8:37  [ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି ।]
27287  ACT 9:2  ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ ।
27293  ACT 9:8  ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ ।
27302  ACT 9:17  ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି ।
27306  ACT 9:21  ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ ?
27307  ACT 9:22  କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ ।
27309  ACT 9:24  କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା । ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି,ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ,
27312  ACT 9:27  କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
27313  ACT 9:28  ଆଉ,ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି,
27566  ACT 16:14  ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।
27572  ACT 16:20  ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।
27589  ACT 16:37  କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ,ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛନ୍ତି ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ ।
27590  ACT 16:38  ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ,ଏହା ଶୁଣି ଲୋକମାନେ ଭୟ କଲେ,
27595  ACT 17:3  ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।
27715  ACT 20:21  ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।
27748  ACT 21:16  ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ,ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା ।
27756  ACT 21:24  ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର,ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ ।
27797  ACT 22:25  ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ,ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ ?
27993  ACT 28:26  ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
28912  2CO 3:3  ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ ।
28915  2CO 3:6  ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
28918  2CO 3:9  କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ ।
28920  2CO 3:11  କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା,ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ ।
28935  2CO 4:8  ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
28966  2CO 5:21  ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ ।
28969  2CO 6:3  ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
28984  2CO 6:18  ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି ।
28988  2CO 7:4  ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି ।
28996  2CO 7:12  ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ ।
29010  2CO 8:10  ଏ ସମ୍ବନ୍ଧରେ ମୋର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ,ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;
29015  2CO 8:15  ଯେପରି ଲେଖା ଅଛି, "ଯେ ଅଧିକ ସଂଗ୍ରହ କଲା,ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ '' ।
29029  2CO 9:5  ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ,ଏଥି ନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି ।
29034  2CO 9:10  ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି,ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
29055  2CO 10:16  ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀ ଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା,ଏହା ଭରସା କରୁଅଛୁ ।
29073  2CO 11:16  ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର,ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ ।
29083  2CO 11:26  ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୂଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ,ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,
29104  2CO 12:14  ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ ।
29382  EPH 5:11  ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;
29827  1TI 4:13  ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ,ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର ।
29830  1TI 4:16  ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ ।
29877  2TI 1:1  ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,
30074  HEB 3:12  ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ ।
30969  REV 12:10  ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
31069  REV 18:7  ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ ।