Wildebeest analysis examples for:   ory-ory   Word),    February 11, 2023 at 19:20    Script wb_pprint_html.py   by Ulf Hermjakob

1498  GEN 49:24  ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
4798  NUM 33:36  ପୁଣି, ସେମାନେ ଇତ୍‍ସିୟୋନ-ଗେବରରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
5670  DEU 28:57  ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।
5936  JOS 4:24  (ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।
6323  JOS 18:28  ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।
7236  1SA 1:22  ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।
7493  1SA 13:6  ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।
10430  1CH 4:41  ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।
11323  2CH 6:36  ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯା’ନ୍ତି;
12111  EZR 3:9  ସେତେବେଳେ ଯେଶୂୟ ତାହାର ପୁତ୍ର ଓ ଭ୍ରାତୃଗଣ, କଦ୍‍ମୀୟେଲ ଓ ତାହାର ପୁତ୍ରଗଣ, ଯିହୁଦାର ପୁତ୍ରଗଣ, ପରମେଶ୍ୱରଙ୍କ ଗୃହରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣର ଭାର ପ୍ରାପ୍ତ ହେବା ନିମନ୍ତେ ଏକତ୍ର ଠିଆ ହେଲେ; ହେନାଦଦର ପୁତ୍ରଗଣ, ସେମାନଙ୍କ ପୁତ୍ର ଓ ଭ୍ରାତୃଗଣ (ତଦ୍ରୂପ କଲେ), ଏମାନେ ଲେବୀୟ ଲୋକ।
21162  EZK 25:10  ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
24041  MAT 24:15  ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
24800  MRK 13:14  କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
26151  JHN 1:38  ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କ'ଣ ଖୋଜୁଅଛ ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି ?
26227  JHN 4:2  (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
26419  JHN 7:22  ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
26562  JHN 10:12  ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
26585  JHN 10:35  ଯେଉଁମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),
26839  JHN 17:11  ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି । ପବିତ୍ର ପିତଃ, ତୁମ୍ଭ ନାମରେ ସେମାନଙ୍କୁ ରକ୍ଷା କର (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି ।
26840  JHN 17:12  ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ନାମରେ ରକ୍ଷା କରି ଅାସିଅଛି (ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ), ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥି ନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ ।
26925  JHN 19:31  ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାରରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୂଦୀମାନେ ପୀଲାତଙ୍କୁ ଅନୁରୋଧ କଲେ ।
27007  ACT 1:15  ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
27127  ACT 4:36  ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର),
27936  ACT 27:13  ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର (ଛୋଟ ଲଙ୍ଗରରେ ବନ୍ଧା ହୋଇଥିବା ମୋଟା ଦୌଡ଼ିରେ ନୌକାକୁ ଟାଣିବା), ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ ।
28566  1CO 7:11  (କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।
28567  1CO 7:12  କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତା'ର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାକୁ ପରିତ୍ୟାଗ ନ କରୁ ।
28600  1CO 8:5  କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),
28639  1CO 10:4  ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
28952  2CO 5:7  (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),
29078  2CO 11:21  ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ ।
29080  2CO 11:23  ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
29154  GAL 2:6  ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
29156  GAL 2:8  (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
29380  EPH 5:9  (କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
29894  2TI 1:18  (ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ ।
30150  HEB 7:19  (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ ।
30514  1PE 4:1  ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),