574 | GEN 23:2 | ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ। |
1039 | GEN 35:27 | ଏଥିଉତ୍ତାରେ କିରୀୟଥ୍-ଅର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ। |
4749 | NUM 32:29 | ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍-ସନ୍ତାନଗଣର ଓ ରୁବେନ୍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ। |
4753 | NUM 32:33 | ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। |
6453 | JOS 22:25 | କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ; |
6646 | JDG 5:21 | କିଶୋନ୍-ନଦୀ, ସେ ପୁରାତନ ନଦୀ, ସେହି କୀଶୋନ୍-ନଦୀ ସୀଷରାକୁ ଓ ତାହାର ରଥ ଓ ଜନତାକୁ ଭସାଇ ନେଲା। ହେ ମୋହର ପ୍ରାଣ, ତୁମ୍ଭେ ବଳରେ ଅଗ୍ରସର ହୁଅ। |
10817 | 1CH 15:21 | ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ। |
10863 | 1CH 16:38 | ଆଉ ଓବେଦ୍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନର ପୁତ୍ର ଓବେଦ୍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ |
12091 | EZR 2:59 | ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, |
12486 | NEH 7:61 | ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, |
12567 | NEH 10:15 | ଲୋକମାନଙ୍କର ପ୍ରଧାନବର୍ଗ, ଯଥା, ପରିୟୋଶ୍, ପହତ୍-ମୋୟାବ, ଏଲମ୍; ସତ୍ତୂ, ବାନି; |
12621 | NEH 11:29 | ଆଉ ଐନ୍-ରିମ୍ମୋଣରେ, ସରାୟରେ ଓ ଯର୍ମୂତରେ; |