19236 | JER 8:14 | ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ ? ଏକତ୍ରିତ ହୁଅ,ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି। |
19592 | JER 23:39 | ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା; |
24036 | MAT 24:10 | ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ, |
25964 | LUK 22:31 | ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି; |
27055 | ACT 2:37 | ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ? |
29108 | 2CO 12:18 | ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି,ପୁଣି, ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି । ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି ? ଆମ୍ଭେମାନେ କ'ଣ ଏକ ଆତ୍ମାରେ ଆଚରଣ କରି ନାହୁଁ ? ଆମ୍ଭେମାନେ କ'ଣ ଏକ ପଦଚିହ୍ନରେ ଗମନ କରି ନାହୁଁ ? |
29859 | 1TI 6:4 | ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, |
29866 | 1TI 6:11 | କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ । |
30755 | JUD 1:15 | ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି । |